ଭୁବନେଶ୍ୱର: ଦିନକୁ ଦିନ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏପରି ସ୍ଥିତିରେ ଓଡ଼ିଶାରେ ମଧ୍ୟ ସଂକ୍ରମଣ କମିବାର ନାଁ ଧରୁନାହୁଁ । ତେଣୁ ଏନେଇ ରାଜ୍ୟ ସରକାର ନୂଆ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟକୁ ପୁଣି ଫେରିଛି ମାସ୍କ । ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନମାନଙ୍କରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର ।
ଆହୁରି ପଢ଼ନ୍ତୁ...