ରାଜ୍ୟରେ ଆଜି ଆଉ ୬୬ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ । ସଂକ୍ରମଣ ରେ ବ୍ରେକ ଲାଗିଲେ ବି ମୃତ୍ୟୁ ସଂଖ୍ୟାରେ ଏହା କାମ କରୁନି ।
ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୮୩୪କୁ ବୃଦ୍ଧି ପାଇଛି ।