ଟ୍ରକ-କାର ଧକ୍କା ୧ ମୃତ, ୨ ଗୁରୁତର By Shaksi News On Apr 6, 2023 0 କଟକ: ବିଡାନାସୀ ମଶାଣି ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କଥା ସାମ୍ନାକୁ ଆସିଛି । ଟ୍ରକଟି କାରକୁ ସାମ୍ନା ପଟୁ ପିଟିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଏନେଇ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖାଯାଇଛି । ଆହୁରି ପଢ଼ନ୍ତୁ... କସ୍ତୁରବା ଗାନ୍ଧୀ ବାଳିକା… Aug 4, 2026 ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫… Aug 4, 2026 ସ୍ୱାଧୀନତା ଦିବସ ପାଳନ ପାଇଁ… Aug 4, 2026 ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା… Aug 4, 2026 ଢେଙ୍କାନାଳରୁ ଆସିଥିବା କାରରେ ଡ୍ରାଇଭର ସମେତ ୩ଜଣ ଯାତ୍ରା କରୁଥିଲେ । ବିଡାନାସୀ ମଶାଣି ଛକରେ ହଠାତ ଏକ ଟ୍ରକ ଆସି ସାମ୍ନା ପଟୁ କାରକୁ ଧକ୍କା ଦେଇଥିଲା । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ପୋଲିସ ପହଁଚି ମୃତ ଦେହ ଉଦ୍ଧାର କରି ୨ ଗୁରତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । Continue Reading #shaksinewsaccsident newscuttackCuttack newsOdisha 0 Share