ଭୁବନେଶ୍ୱର : ଉତ୍ତର ପଶ୍ଚିମ ପାଶ୍ୱର୍ବର୍ତ୍ତୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ଏହି ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରଭାବରେ ଦକ୍ଷିଣ ଓଡ଼ିଶା, ଉତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ।
Prev Post