ନଦୀରେ ବୁଡି ଯୁବତୀଙ୍କ ମୃତ୍ୟୁ By Shaksi News On Feb 18, 2023 0 କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ସନ୍ନିକଟ ରାମିଆଳ ନଦୀରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ l ।ମୃତକ ହେଲେ କାମାକ୍ଷାନଗର ଥାନା ଜଗନ୍ନାଥପୁର ଗ୍ରାମର ବିରଞ୍ଚି ରାଉତଙ୍କ ଝିଅ ଟିକିନା ରାଉତ (୨୩)। Continue Reading #shaksinewsdhenkanal newsOdisharivver 0 Share