୪୦ ସ୍କୁଲରେ ପଢାହେବ ଏକାଦଶ ପାଠ୍ୟକ୍ରମ

ଭୁବନେଶ୍ୱର : ହାଇସ୍କୁଲରେ ଖୋଲିବ ଯୁକ୍ତ ୨ । ଆସନ୍ତା ଶିକ୍ଷା ବର୍ଷ ଅର୍ଥାତ ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଖୋଲିବ ଯୁକ୍ତଦୁଇ ଶ୍ରେଣୀ । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । ଖୋଲିବ ଏବ ପର୍ଯ୍ୟାୟକ୍ରମେ ୧୦୦ଟି ସ୍କୁଲରେ ଖୋଲିବା ପାଇଁ ବ୍ୟବସ୍ଥା ହେବ ।