ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ…..

ଭୁବନେଶ୍ୱର : ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ ହଜାର ଟଙ୍କା । ଏନେଇ ଘୋଷଣା କଲେ ରାଜ୍ୟ ସରକାର । ୨୦୧୮ରୁ ଚାଷୀଙ୍କ ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୩ ଲକ୍ଷରୁ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ସିଧାସଳଖ ଉପକୃତ ହୋଇଛନ୍ତି । ଗତବର୍ଷ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ କାଳିୀଆ ଟଙ୍କା ଦେଇଥିଲେ ସରକାର ।