ଗ୍ରୀଷ୍ମ ପ୍ରବାହ ପାଇଁ ଆଜିଠୁ ୫ ଦିନ ସ୍କୁଲ ଛୁଟି

ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ….

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କାଲିଠାରୁ ୫ଦିନ ପର୍ଯ୍ୟନ୍ତ ଛୁଟି ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ସୂଚନା ପ୍ରଦାନ କରିଛି ।