ବିଜୁ ଆଡଭେଞ୍ଚର ପାର୍କର ଉଦଘାଟନ

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ @Naveen_Odisha ଗୋପାଳପୁରରେ ବିଜୁ ଆଡଭେଞ୍ଚର ପାର୍କର ଉଦଘାଟନ କରିଛନ୍ତି । ସିଏମ କହିଛନ୍ତି ଯେ, ଏହା ଗୋପାଳପୁରରେ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ ଏବଂ ଯୁବକମାନଙ୍କୁ ଦୁଃସାହସିକ ଖେଳ ପ୍ରତି ଆକର୍ଷିତ କରିବ ।