ମହାନ୍ ସ୍ବାଧୀନତା ସଂଗ୍ରାମୀ ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ପବିତ୍ର ଶ୍ରାଦ୍ଧ ଦିବସ ଉପଲକ୍ଷେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଏଥିରେ ବହୁ ବିଶିଷ୍ଟ ଅତିଥି ଯୋଗଦାନ କରିବେ।
Prev Post
Next Post