ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା By Shaksi News On Sep 21, 2023 0 ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂଜାରି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । Continue Reading #Shaksi News#statenewsodisha news 0 Share