160×600
160×600

ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ବିତ୍ପାତ ଜାରି ରହିଛି। ଲଗାତାର ବର୍ଷା ଯୋଗୁଁ ଘରୁ ବାହାରି ହେଉନି । ଚାରିଆଡେ ପାଣିର ଲହରୀ । ଆଜି ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ରାଜ୍ୟ ସରକାର ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । କେନ୍ଦୁଝର, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧରେ ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସବୁ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।