୨ ରୁ ରାଜ୍ୟର ପ୍ରବଳ ବର୍ଷା ସମ୍ଭାବନା By Shaksi News On Aug 31, 2023 0 ଭୁବନେଶ୍ୱର: ଆସନ୍ତା ୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହି ବର୍ଷା ହେବ ବୋଲି ଆଶଙ୍କା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି । Continue Reading #Shaksi News#statenewsodisha news 0 Share