ହାଇସିକ୍ୟୁରିଟି ନମ୍ବରପ୍ଲେଟ ଜବାବ ମାଗିଲେ_ହାଇକୋର୍ଟ।

କଟକ: ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲାରେ ପରିବହନ ବିଭାଗ ଠାରୁ ଜବାବ ମାଗିଲେ ହାଇକୋର୍ଟ। ସମୟସୀମା ବୃଦ୍ଧି କରିହେବ କି ନାହିଁ ଜଣାଇବାକୁ ନିର୍ଦ୍ଦେଶ। ଭିତ୍ତିଭୂମି ନଥାଇ ଡେଡଲାଇନ କିଭଳି ବୋଲି ପଚାରିଲେ ହାଇକୋର୍ଟ। ନମ୍ବର ପ୍ଲେଟ ମାମଲା ନେଇ ହାଇକୋର୍ଟ ଯାଇଥିଲେ ୨ ବସ୍ ମାଲିକ। ସରକାର ଭିତ୍ତିଭୂମି ନକରି ଡେଡଲାଇନ୍ ଦେଇଥିବା ଜଣାଇଥିଲେ। ଏହି ମାମଲାର ଶୁଣାଣି କରି ପରିବହନ ବିଭାଗକୁ ଜବାବ ମାଗିଲେ କୋର୍ଟ।