IAS କ୍ରୀଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବେ

ପୁରୀ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ୨୦୦୨ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର କ୍ରୀଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବେ । କେନ୍ଦ୍ରୀୟ ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଶ୍ରୀଯୁକ୍ତ କ୍ରୀଷନ କୁମାର ଦାୟିତ୍ୱ ଗ୍ରହଣ କରିବେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।