ଭୁବନେଶ୍ୱର,(ସାକ୍ସୀ ନ୍ୟୁଜ୍): ରାଜ୍ୟରେ ଆହୁରି ବଢ଼ିବ ତାତିର ପ୍ରକୋପ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ଖରା ଯୋଗୁଁ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ତିନି ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ମେ’ ୧୩ରେ ଉପକୂଳ, ପାଶ୍ୱର୍ବର୍ତ୍ତୀ ୯ ଜିଲ୍ଲାଜୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ଯେମିତି ଆକାଶରୁ ଖସୁଛି ନିଆଁ ।
Next Post