ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୧୬ ନଭେମ୍ବର, ୨୦୨୨ By Shaksi News On Nov 16, 2022 0 ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡିଶା ସରକାର @IPR_Odisha ପକ୍ଷରୁ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୧୬ ନଭେମ୍ବର, ୨୦୨୨ରେ ପାଳନ କରାଯିବ। ଏହି ଅବସରରେ ଜୟଦେବ ଭବନରେ ଆୟୋଜିତ ସମ୍ବାଦପତ୍ର ପ୍ରଦର୍ଶନୀକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ପୂର୍ବାହ୍ନ ୧୦.୩୦ରେ ଉଦ୍ଘାଟନ କରିବେ। ଏଥିସହିତ ପୂର୍ବାହ୍ନ ୧୧ଟାରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। Continue Reading @IPR_OdishaNational Press Day 0 Share