ଆଜିଠୁ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର (ଏସ୍ ନ୍ୟୁଜ): ଆଜିଠୁ ବର୍ଷା ସମ୍ଭାବନା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୮ ଓ ୧୯ ତାରିଖରେ ୧୧ ଜିଲ୍ଲାରେ ବର୍ଷା ହୋଇପାରେ ।ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି।ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ