ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ…..

ପୁରୀ: ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ବୈଶାଖ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ଦିନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।