ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏ ନେଇ ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।