ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ପ୍ରବଳ ବର୍ଷା କରାଇବ ବୋଲିପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।