ବଙ୍ଗୋପସାଗରେ ସକ୍ରିୟ ହେଉଛି ଲଘୁଚାପ

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି ।