ପବିତ୍ର ହୋଲି ଅବସରରେ ମାନ୍ୟବର ଓଡ଼ିଶା ରାଜ୍ୟପାଳଙ୍କ ବାର୍ତ୍ତା

ପବିତ୍ର ହୋଲି ଅବସରରେ ମାନ୍ୟବର ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ଯରେ ବାର୍ତ୍ତା:

“ଆନନ୍ଦ ହର୍ଷ ଓ ଉଲ୍ଲାସର ପର୍ବ ପବିତ୍ର ହୋଲି ଅବସରରେ ମୁଁ ରାଜ୍ୟବାସୀ ଭାଇଭଉଣୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ହାର୍ଦିକ ଅଭିନନ୍ଦନ ଜଣାଉଛି । ଏହି ପର୍ବ ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭାରିଦେଉ ଏମିତି କାମନା କରୁଛି।”