ହସ୍ପପିଟାଲରେ ଭର୍ତ୍ତି ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ୱର,(ଏସ୍‌ ନ୍ୟୁଜ୍‌) : ମନ୍ତ୍ରୀ ପ୍ରତାପ ଜେନା ଭୁବନେଶ୍ୱରର ଏକ ଘରୋଇ ହସ୍ପପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଫୁଲବାଣୀରୁ ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ଅଣାଯାଇଥିଲା । ସୂଚନାଯୋଗ୍ୟ କନ୍ଧମାଳ ଗସ୍ତରେ ଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ ଶ୍ରୀ ଜେନା । ପରେ ଅଧିକ ଅସୁସ୍ଥ ହେବାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା ।