ମାଲକାନଗିରି ବିଧାୟକଙ୍କୁ କରୋନା

ଭୁବନେଶ୍ୱର (ଏସ ନ୍ୟୁଜ ): ମାଲକାନଗିରି ବିଧାୟକ ଆଦିତ୍ୟ ମାଢୀ କରୋନା ରେ ଆକ୍ରାନ୍ତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ ଏହାପୂର୍ବରୁ ଅନେକ ଲୋକ ପ୍ରତିନିଧି ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ,ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଓ ତାଙ୍କ ପତ୍ନୀ ,ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ,ଢେଙ୍କାନାଳ ବିଧାୟକ ସୁଧୀର ସାମଲ ,ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାଶ,ଚାନ୍ଦବାଲି ବିଧାୟକ ବ୍ୟମକେଶ ରାୟ ,ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ,ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ପ୍ରମୁଖ କରୋନା ଆକ୍ରାନ୍ତ ହୋଇଛନ୍ତି ।