ଆସନ୍ତା ୧୦ରେ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ ନରେନ୍ଦ୍ର ମୋଦୀ

୧୦ ତାରିଖରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ଼ ସୋ। ହେବାକୁ ସନ୍ଧ୍ୟା ୬ ଟା ସମୟରେ ଭୁବନେଶ୍ଵରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ଏହି ରୋଡ ସୋ ହେବାକୁ ଯାଉଛି । ଏହି ରୋଡ ସୋରେ ଯୋଗ ଦେବାକୁ ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଅଡିଓ ବାର୍ତ୍ତା ଦ୍ୱାରା ଜନସାଧାରଣଙ୍କୁ ନିବେଦନ କରାଯାଇଛି।