ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପବିତ୍ର ଜୟନ୍ତୀ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶର ସ୍ଵାଧୀନତା ପାଇଁ ଏହି କ୍ରାନ୍ତିବୀରଙ୍କ ଅବଦାନ, ତ୍ୟାଗ ଓ ଗଭୀର ଦେଶପ୍ରେମ ଭାବକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି।