ଭୁବନେଶ୍ୱର,(ଏସ୍ ନ୍ୟୁଜ): ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପାଇଁ ସ୍କୁଲ ଖୋଲିପାରେ । ଦଶମ ଓ ଦ୍ୱାଦଶ ପରେ ନବମ ପାଇଁ ଆମେ ଧ୍ୟାନ ଦେଉଛୁ । ଯଦି ପରିସ୍ଥିତି ଠିକ ରହେ, ତେବେ ଅଗଷ୍ଟ ୧୬ରୁ ନବମ ଖୋଲିବ । ସେପ୍ଟେମ୍ୱର ୧୫ ତାରିଖରୁ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ କରିବାକୁ ଯୋଜନା କରାଯାଉଛି ବୋଲି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ।