୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର : ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଗବଡ଼, କେନ୍ଦୁଝର ଓ ସମ୍ବଲପୁର। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏହି ୫ ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।