ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ୟା

ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା….

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି। ସେ ଭୁବନେଶ୍ବରର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଆଜି ଘରୁ ରାଇମୋହନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିବାରିକ ଅସନ୍ତୋଷକୁ ନେଇ ସେ ଜୀବନ ହାରିଥିବା କୁହାଯାଉଛି।