ପୁରୀ, (ଏସ୍ ନ୍ୟୁଜ): ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସଓପି । ଗୁରୁବାରଠୁ ୨ ଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି । ଆସନ୍ତା ୧୬ ତାରିଖରୁ ୨୦ ତାରିଖ ଯାଏଁ ପୁରୀବାସୀଙ୍କୁ ଦର୍ଶନ ପାଇଁ ଅନୁମତି ରହିଛି । ୨୩ ତାରିଖରୁ ସର୍ବସାଧାରଣଙ୍କୁ ଦର୍ଶନ ଅନୁମତି ଦିଆଯାଇଛି । କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ।