ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରାକ୍ଷୀ ପ୍ରସ୍ତୁତିରେ ଲାଗି ପଡିଛନ୍ତି ପାଟରା ବିଷୋୟୀ ସେବାୟତ। ଟାରୋଟି ବଡ଼ ରାକ୍ଷୀ ସହ ପ୍ରସ୍ତୁତ ହେଉଛି ଗୁଆମାଳ। ରଙ୍ଗବେରଙ୍ଗର ବାସୁଙ୍ଗା ପାଟରେ ପ୍ରସ୍ତୁତ ହେଉଛି ରାକ୍ଷୀ