ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିବାବେଳେ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ଉପକୂଳ, ଉତ୍ତର ପୂର୍ବ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।