ସମ୍ବଲପୁରରେ ସନ୍ଧ୍ୟା ସୁଦ୍ଧା ମିଳିବ ମୋବାଇଲ ଇଣ୍ଟରନେଟ୍

ସମ୍ବଲପୁର: ସମ୍ବଲପୁରରେ ସନ୍ଧ୍ୟା ସୁଦ୍ଧା ମିଳିବ ମୋବାଇଲ ଇଣ୍ଟରନେଟ୍ । ସନ୍ଧ୍ୟା ୬ଟାରେ ମୋବାଇଲ ଇଣ୍ଟରନେଟ୍ ଆସିବ । ୯ଦିନ ପରେ ଜିଲ୍ଲାରେ ଇଣ୍ଟରନେଟ୍ ସେବା ସ୍ୱାଭାବିକ ହେବ । ଏ ନେଇ ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି । ପୂର୍ବରୁ ବ୍ରଜବ୍ୟାଣ୍ଡ ଓ ଲିଜଲାଇନ୍ ସେବା ଉପଲବ୍ଧ ଅଛି । ତେବେ ଗତ ୧୩ ତାରିଖରୁ ଇଣ୍ଟନେଟ୍ ସେବା ବନ୍ଦ ଥିଲା