ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଦୈନିକ ସଂଖ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Prev Post