ଓଡିଶା ଆସିବେ ଶାହା ଓ ଜେପି ନଡ୍ଡା

ଭୁବନେଶ୍ୱର : ଜୁନ ୧୭ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସୁଛନ୍ତି । ଏହାସହ ୨୨ ତାରିଖରେ ବିଜେପି ସଭାପତି ଜେପି ନଡ୍ଡା ଆସିବାର ଖବର ରହିଛି । ବିଜେପିର ମହାଜନସଂପର୍କ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ । ଏହି ଦୁଇ ବରିଷ୍ଠ ନେତା ଆସିବା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।