ଟ୍ରାଫିକ ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ: ଶ୍ରୀ ପାଣ୍ଡିଆନ ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀ, ପୂର୍ତ୍ତ ସଚିବ ଏବଂ ବିଏମ୍‌ସି କମିଶନର

ଭୁବନେଶ୍ୱର ର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ…

ଭୁବନେଶ୍ୱର: ଭୁବନେଶ୍ୱର ର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି. ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା Traffic ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ରେ ରେ 5ଟ ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋର ରୁ ଶିଶୁ ଭବନ ଚ୍ଛକ , ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ . ରସୁଲଗଡ ଚ୍ଛକ, ଓ଼ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଓ ପ୍ରଶାସନ ଏବଂ ପୋଲିସ ର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ।

ଏହି ପରିଦର୍ଶନ ସମୟ ରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ. ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ, BMC କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।