୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ଆସନ୍ତା ୪ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ । କୁମ୍ଭୀର ଗଣନା ପାଇଁ ୧୧ଦିନ ବନ୍ଦ ରହିବା ନେଇ କୁହାଯାଇଛି । ଏନେଇ ରାଜନଗର ବନଖଣ୍ଡ ଅଧିକାରୀଙ୍କ ସୂଚନା ଦେଇଛନ୍ତି ।