୬ ଘଣ୍ଟିଆ ଝାରସୁଗୁଡା ବନ୍ଦ ଡାକରା ଦେଲା ବିଜେପି

ଝାରସୁଗୁଡା: ଶନିବାର ଝାରସୁଗୁଡା ବନ୍ଦ ଡାକରା । ୬ ଘଣ୍ଟିଆ ଝାରସୁଗୁଡା ବନ୍ଦ ଡାକରା ଦେଇଛି ବିଜେପି । କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପି ପକ୍ଷରୁ ବନ୍ଦ ଡାକରା ଦେଇଛି ।