ପୁରୀରେ ପହଞ୍ଚିଲା ରଥ ଦଉଡି

Latest newstThe chariot rope reached Puri..

ପୁରୀ : ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡି । ୧୨ଟି ରଥ ଟଣା ଦଉଡି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି । ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତ କରିଛନ୍ତି । ଏହି ଦଉଡି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଛି ।