ରାଜ୍ୟ ଉଚ୍ଚ ମାଧ୍ୟମିକ ବାର୍ଷିକ ପରୀକ୍ଷା ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି

ରାଜ୍ୟ ଉଚ୍ଚ ମାଧ୍ୟମିକ ବାର୍ଷିକ ପରୀକ୍ଷା ଏପ୍ରିଲ ୨୮ ତାରିଖ…

ଭୁବନେଶ୍ୱର: ରାଜ୍ୟ ଉଚ୍ଚ ମାଧ୍ୟମିକ ବାର୍ଷିକ ପରୀକ୍ଷା ଏପ୍ରିଲ ୨୮ ତାରିଖରୁ ଆରମ୍ଭ ହେଉଥିବା ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି। ସବୁ ପରୀକ୍ଷାର୍ଥୀ ଯେପରି ଚାପମୁକ୍ତ ହେବା ସହିତ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବେ ସେଥିପାଇଁ ସମସ୍ତଙ୍କୁ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।