ରାଜ୍ୟରେ ଆଜି ବି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି: ଦିନ ୧୨ଟା ସୁଦ୍ଧା ଭୁବନେଶ୍ୱରରେ ୩୯ ଡିଗ୍ରୀ ତାପମାତ୍ରା

ଭୁବନେଶ୍ୱର: ଗତ କିଛିଦିନ ଧରି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ୧୦ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୪ରେ ପହଞ୍ଚିଛି ।