ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି । ଖାଲି ପଡିଥିବା ୩ ଆସନ…

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି । ଖାଲି ପଡିଥିବା ୩ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ । ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୧ରେ ନାମାଙ୍କନ ଦାଖଲର ଶେଷଦିନ ।