ଭୁବନେଶ୍ୱର, (ସାକ୍ସୀ ନ୍ୟୁଜ୍): ଏୟାର ଭିସ୍ତାରା ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । କୌଣସି କାରଣରୁ ମଝି ଆକାଶରେ ସମସ୍ୟାର ସମ୍ମୁଖୀନ ହୋଇଥିବା ବେଳେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି । ଫଳରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛି ।