ନିୟମିତ ହେଲେ ୮୧୦୨ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର: ରାଜ୍ୟରେ ନିୟମିତ ହେଲେ ୮ହଜାର ୧୦୨ କନିଷ୍ଠ ଶିକ୍ଷକ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେହିପରି ୪୦ ହଜାର ୫୨ ଶିକ୍ଷକଙ୍କୁ ପଦୋନ୍ନତି କରାଯାଇଛି ।