160×600
160×600

ରାଜ୍ୟର କିଛି ସ୍ଥାନରେ ବିଜୁଳି-ଘଡଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ରହିଛି। ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଆଜି ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡ଼ି ସହ କୁଆପଥର ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।