ବାଲେଶ୍ୱର, (ଏସ୍ ନ୍ୟୁଜ୍) : ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍ ଅନ୍ତର୍ଗତ ତଳ ତାପଣ୍ଡା ଓ ଶାସନ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ବିଲରେ କାର୍ଯ୍ୟ କରୁଥିବା ସମୟରେ ବଜ୍ର ପାତରେ ୨ଜଣ ମହିଳାଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବା ବେଳେ ୩ଜଣ ମହିଳା ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ବସ୍ତା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।