୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ, ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଥିବା ବେଳେ ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ।