କଟକ : ରବିବାର କଟକଠାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଅନ୍ୟ ଦଳର ସଂଖ୍ୟାଧିକ କର୍ମୀ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଏହି ଉତ୍ସବରେ ଆଠଗଡ ବିଧାୟକ ତଥା ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା, କଟକ ଜିଲ୍ଲା ମହିଳା ଜନତା ସଭାପତି ମଧ୍ୟ ଉପସ୍ଥିତ ରହିଥିଲେ ।