ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି

୩ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ନାହିଁ ଶ୍ରଦ୍ଧାଳୁ । ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ଚତୁର୍ଦ୍ଧାମୂରତିଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ ନାହିଁ ।